ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କଲେ ଦେବଗଡ ଜିଲ୍ଲାପାଳ
29/10/2019 at 10:52 AM

ଦେବଗଡ ୨୯।୧୦: ଦେବଗଡ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି । ଗତକାଲି ରାତିରେ ଜିଲ୍ଲାପାଳଙ୍କ ସହ ଜିଲ୍ଲାର ଅନ୍ୟ କିଛି ବରିଷ୍ଠ ଅଧିକାରୀମାନେ ଡାକ୍ତରଖାନାରେ ପହଞ୍ଚି ରୋରୀଙ୍କୁ ଠିକ୍ ରେ ସରକାରୀ ସୁବିଧା ସୁଯୋଗ ମିଳୁଛି କି ନାହିଁ ଯାଞ୍ଚ କରିଥିଲେ । ସେହିଭଳି ଡାକ୍ତରଖାନାର ପରିମଳ ବ୍ୟବସ୍ଥାକୁ ଠିକ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
Related Posts
ଆଜି ଓ କାଲି କିଛି ସ୍ଥାନରେ ବର୍ଷା ସମ୍ଭାବନା, ଖସିବ ପାରଦ, ବଢିବ ଶୀତ
28 January 2021
ତିନିକୋଶିଆ ଜଙ୍ଗଲରେ ଲାଗିଲା ନିଆଁ, ଦମକଳ ବାହିନୀ ନାକେଦମ୍
27 January 2021