Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଡେପୁଟି କଲେକ୍ଟର ଶରତ ବାଗଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ… କ’ଣ ରହିଛି ସର୍ତ୍ତ?

29/09/2020 at 9:43 PM

ଝାରସୁଗୁଡ଼ା୨୯/୯: ବୌଦ୍ଧ ଜିଲ୍ଲା ଡେପୁଟି କଲେକ୍ଟର ଶରତ ବାଗଙ୍କୁ ମିଳିଲା ଜାମିନ। ସ୍ତ୍ରୀଙ୍କୁ ମାରପିଟ୍ କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ଶରତ ବାଗ ଗିରଫ ହୋଇଥିଲେ। ଗତ ୨୭ ତାରିଖ ଦିନ ତାଙ୍କ ସ୍ତ୍ରୀ ଡାଲିଆ ଦେବନାଥ ଝାରସୁଗୁଡ଼ା ଥାନା ବିଟିଏମ୍ ଫାଣ୍ଡିରେ ଏକ ମାମଲା ଦାୟାର କରିଥିଲେ। ଏଥିରେ ସେ ତାଙ୍କ ସ୍ବାମୀ ଶ୍ରୀ ବାଗ ତାଙ୍କୁ ଶାରିରୀକ ନିର୍ଯ୍ୟାତନା ଦେବା ସହିତ ହତ୍ୟା ଧମକ ଭଳି ଅଭିଯୋଗ କରିଥିଲେ।

ସ୍ବାମୀଙ୍କ ସହିତ ଅନ୍ୟ ୪ ଜଣଙ୍କ ନାମରେ ମଧ୍ୟ ମାମଲା ରୁଜୁ ହୋଇଥିଲା। ତେବେ ଝାରସୁଗୁଡ଼ା ପୁଲିସ ଆଜି ଅଭିଯୁକ୍ତ ଡେପୁଟି କଲେକ୍ଟରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଶରତ ବାଗ ୫୦ ହଜାର ଟଙ୍କା ଜମାନତ ସହିତ ସର୍ତ୍ତମୂଳକ ଜାମିନ ଦିଆଯାଇଛି। ଏହି ସର୍ତ୍ତ ଗୁଡ଼ିକ ହେଲା ଏହି ମାମଲାର ତଦନ୍ତ କରୁଥିବା ପୁଲିସ ଅଧିକାରୀଙ୍କୁ ସହଯୋଗ କରିବେ, ଏଭଳି ଆଚରଣ କରିବେ ନାହିଁ ଏବଂ ଅଭିଯୋଗକରୀଙ୍କୁ ଧମକ୍ ଦେବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିବା ତାଙ୍କ ଓକିଲ କହିଛନ୍ତି।

   Related Posts