Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲରସ୍ ଉପ-ନିର୍ଦ୍ଦେଶକ

3/09/2020 at 10:58 AM

ଭୁବନେଶ୍ୱର ୦୩।୦୯: ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲରସ୍ ଉପ ନିର୍ଦ୍ଦେଶକ । ଫ୍ୟାକ୍ଟ୍ରି ଆଣ୍ଡ ବଏଲରସ୍ ଉପ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ବେହେରାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଓଡ଼ିଶାର ୫ଟି ସ୍ଥାନରେ ଓ ପଣ୍ଡିଚେରୀରେ ଥିବା ଘରେ ଏକକାଳୀନ ଚଢ଼ାଉ ଜାରି ରହିଛି ।  ଭୁବନେଶ୍ବର ଓ କଟକ ସ୍ଥିତ ଅଫିସ ରୁମ୍‌, ଭୁବନେଶ୍ବର ଘାଟିକିଆ ସ୍ଥିତ ବାସଭବନ, କଟକ ସିଡିଏ ସ୍ଥିତ ପ୍ଲଟ୍, କଟକ ପିଲିଗ୍ରୀମ୍ ରୋଡସ୍ଥିତ ଶ୍ବଶୁର ଘର, ଯାଜପୁର କୋରେଇସ୍ଥିତ ଘର ଏବଂ ପଣ୍ଡିଚେରୀରେ ଥିବା ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି ।

   Related Posts