Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୃତୀୟ ଦିନିକିଆ: ୩ ଓ୍ବିକେଟ୍‌ରେ ଶ୍ରୀଲଙ୍କା ବିଜୟୀ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୪୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୬ ଡିସଚାର୍ଜ
  • ||
  • ରାଜଧାନୀରେ ବଢୁଛି ଆକ୍ଟିଭ କେସ୍ : ଭୁବନେଶ୍ବରରୁ ଦିନକରେ ୩୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ
  • ||
  • କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ, ତଥାପି ଆସିନି ସମ୍ପୂର୍ଣ୍ଣ ଆଶ୍ୱସ୍ତିର ସମୟ, ସତର୍କତାର ମନ୍ତ୍ର ସହ ମୁଖ୍ୟମନ୍ତ୍ରୀ କହିଲେ- ସ୍ୱାସ୍ଥ୍ୟସେବାକୁ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା
  • ||
  • +୩ ରେ ସାମିଲ ହେବ ବିପର୍ଯ୍ୟୟ ପରିଚାଳନା କୋର୍ସ, ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
  • ||
  • ଜି.ଉଦୟଗିରି : ପୁଅ ଓ ଝିଅକୁ କୂଅରେ ଫିଙ୍ଗି ମାରିଦେଲେ, ବାପା ଓ ମା’ ଗିରଫ
  • ||
  • ଭୁବନେଶ୍ବର : ‘ନୀଳାଦ୍ରି ବିଜେ’ ଅବସରରେ ନ୍ୟୁଜ୍ ୭ ପ୍ରସ୍ତୁତ କଲା ଆଉ ୨ଟି ଓଡିଆ ଭଜନ- ‘ବଡଦାଣ୍ଡ କାନ୍ଦେ କଇଁକଇଁ’ ଓ ‘ଏତେ ଅଭିମାନ କିଆଁ’
  • ||
  • ସୁନ୍ଦରଗଡ : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ମହିଳାଙ୍କ ସମେତ ୨ ଗୁରୁତର
  • ||
  • ଭାରତ-ଶ୍ରୀଲଙ୍କା ତୃତୀୟ ଦିନିକିଆ : କ୍ଲିନ୍ ସ୍ୱିପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ, ସମ୍ମାନ ପାଇଁ ଲଢିବ ଘରୋଇ ଦଳ
  • ||
  • ଗଜପତି : ଖୋଲିବ କି ACFO ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟ : କାର୍ଯ୍ୟାଳୟରେ ଡିଏଫଓଙ୍କୁ ଚାଲିଛି ଜେରା
  • ||

କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉପ-ଜିଲ୍ଲାପାଳ ଏବଂ ତହସିଲ୍‌ ଅଫିସ୍ ସଟଡାଉନ୍‌

7/08/2020 at 12:07 PM

ଆଠଗଡ୭/୮:  ଆଠଗଡ ଉପ-ଜିଲ୍ଲାପାଳଙ୍କ ଅଫିସ ଏବଂ ତହସିଲ ଅଫିସ ୩ ଦିନ ପାଇଁ ସଟଡାଉନ୍।ଉପ-ଜିଲ୍ଲାପାଳଙ୍କ ଅଫିସରୁ ୪ ଓ ତହସିଲ ଅଫିସରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଏଭଳି ନିଷ୍ପତ୍ତି ନେଇଛନ୍ତି। କରୋନା  ଆକ୍ରାନ୍ତ ଚିହ୍ନଟ ପରେ ଉଭୟ ଅଫିସକୁ ୩ ଦିନ ପାଇଁ ସଟଡ଼ାଉନ୍ ଘୋଷଣା କରାଯାଇଛି। ଆଠଗଡ଼ ଉପ ଜିଲ୍ଲାପାଳ  ଏ ସଂପର୍କରେ ସୂଚନା ଦେଇଛନ୍ତି।

   Related Posts