Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବୁଢୀ ଠାକୁରାଣୀ ଯାତ୍ରାରେ କରୋନା ଆତଙ୍କ: ୨ ପୂଜକ ପଜିଟିଭ, ୧୪୪ ଧାରା ଜାରି ଓ ଦର୍ଶନ ବନ୍ଦ

13/04/2021 at 8:07 AM

ବ୍ରହ୍ମପୁର ୧୩/୪: କୋଭିଡ କଟକଣା ସତ୍ତ୍ୱେ ବୁଢୀ ଠାକୁରାଣୀ ଯାତ୍ରାରେ କରୋନା ଆତଙ୍କ । ମାଆ ବୁଢୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପର ଦୁଇ ଜଣ ପୂଜକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ପରେ ଯାତ୍ରାସ୍ଥଳ ଦେଶିବେହେରା ସାହିକୁ ସିଲ୍ କଲା କରିଛି ପ୍ରଶାସନ । ସମ୍ପୃକ୍ତ ଅଞ୍ଚଳରେ ୧୪୪ ଧାରା ଜାରି କରାଯିବା ସହ ଦର୍ଶନ ବନ୍ଦ ରଖାଯାଇଛି । ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଇଛି ଜିଲ୍ଲା ପ୍ରଶାସନ । ମା ଆ ଠାକୁରାଣୀଙ୍କ ଅସ୍ଥାୟୀ ମଣ୍ଡପର ଚତୁପାର୍ଶ୍ୱକୁ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଛି । ଆଗକୁ ପରିସ୍ଥିତି ବିଗିଡିଲେ ପୁରା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିବା ସମ୍ଭାବନା ଅଛି । ଏବେ ଲୋକଙ୍କ ମଧ୍ୟରେ ଭାଇରସକୁ ନେଇ ପୂରା ଭୟ ସୃଷ୍ଟି ହୋଇଛି ।

   Related Posts