Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଭଦ୍ରକ ସ୍ୱଂୟଶାସିତ ମହାବିଦ୍ୟାଳୟର ଚେହେରା ବଦଳିବ , ଖର୍ଚ୍ଚ ହେବ ୧୫କୋଟି ଟଙ୍କା ; ଶିଳାନ୍ୟାସ ପରେ ଖୁସିମନାଇଲେ ଛାତ୍ରଛାତ୍ରୀ

9/03/2021 at 1:15 PM

ଭଦ୍ରକ ୦୯।୦୩ : ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ବିଭିନ୍ନ ଉନ୍ନତିକରଣ କାର୍ଯ୍ୟ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ । ୧୫କୋଟି ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ସହ ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି  ଭଦ୍ରକ ସାଂସଦ ଓ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ।

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ଶିଳାନ୍ୟାସ ସହ ୨ଟି ଛାତ୍ରୀ ନିବାସର ଶୁଭ ଉଦ୍‌ଘାଟନ କରିଛନ୍ତି ସାଂସଦ  ଏବଂ  ଭଦ୍ରକ ବିଧାୟକ । ଚାରି ଶହ ଏବଂ ଏକ ଶହ ଶଯ୍ୟା ବିଶିଷ୍ଟ ୨ ଗୋଟି ଛାତ୍ରୀ ନିବାସର ଉଦଘାଟନ ହୋଇଛି । ଏଥିସହ ମହାବିଦ୍ୟାଳୟର  ସମ୍ମୁଖ ଫାଟକର ଭିତ୍ତି ପ୍ରସ୍ଥର ସ୍ଥାପନ କରାଯାଇଛି । ସେହିପରି କଲେଜ ପଡିଆର ଉନ୍ନତିକରଣର କାମର ଭିତ୍ତି ପ୍ରସ୍ଥର ସ୍ଥାପନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ସମସ୍ତ ଅଧ୍ୟାପକ , ଅଧ୍ୟାପିକା ଏବଂ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ । ବିଧାୟକ ଓ ସାଂସଦଙ୍କ ଉନ୍ନତି ମୂଳକ କାର୍ଯ୍ୟକୁ  ଛାତ୍ରଛାତ୍ରୀ ଓ ଅଭିଭାବକ ମହଲରୁ ପ୍ରଶଂସା କରାଯାଇଛି । ଭଦ୍ରକ କଲେଜକୁ କିଭଳି ସରସ ସୁନ୍ଦର କରାଯିବା ସହ ଏକକ ବିଶ୍ୱ ବିଦ୍ୟାଳୟ କିପରି ହେବ ସେଥିପାଇଁ ଆମେ ଦାବି ଉପସ୍ଥାପନ କରିବୁ ବୋଲି ଭଦ୍ରକ ବିଧାୟକ କହିଛନ୍ତି ।

   Related Posts