Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

କାର୍ତ୍ତିକ ମାସ ପାଇଁ ଚଳଚଞ୍ଚଳ ହେଲା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର

28/10/2019 at 12:29 PM

ଟକ ୨୯/୧୦: କାର୍ତ୍ତିକ ମାସ ପାଇଁ ଚଳଚଞ୍ଚଳ କଟକର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବର । ଆଜି କାର୍ତ୍ତିକର ତୃତୀୟ ସୋମବାର ହୋଇଥିବାରୁ ଭୋରରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।

ଶ୍ରଦ୍ଧାଳୁଙ୍କୁ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ରାତି ୩ଟାରୁ ବାବା ଧବଳେଶ୍ବରଙ୍କ ସମସ୍ତ ନୀତିକାନ୍ତି କରାଯାଇ ପହଡ଼ ପିଟା ଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

   Related Posts