Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ମକର ସଂକ୍ରାନ୍ତିରେ ଘଟଗାଁ ତାରିଣୀ ମନ୍ଦିରରେ ଭକ୍ତଙ୍କ ଭିଡ, ମା’ଙ୍କ ସୁନାବେଶ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

15/01/2020 at 10:17 AM

ଘଟଗାଁ ୧୫।୧: ଆଜି ପାଳନ ହେଉଛି ମକର ସଂକ୍ରାନ୍ତି । ବିଭିନ୍ନ ମନ୍ଦିରକୁ ଯାଇ ମକର ସଂକ୍ରାନ୍ତି ଅବସରରେ ଦେବାଦେବୀଙ୍କୁ ଦର୍ଶନ କରୁଛନ୍ତି ଲୋକେ । ଘଟଗାଁ ମା’ ତାରିଣୀ ମନ୍ଦିରରେ ମଧ୍ୟ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି । ଆଜି ପ୍ରାତଃରୁ ମକର ବୁଡ ପକାଇ ଦେଇ ହଜାର ହଜାର ସଂଖ୍ୟାରେ ଭକ୍ତ ଆସି ମା’ଙ୍କର ସୁନାବେଶ ଦରର୍ଶ କରୁଛନ୍ତି ।

ଏହି ଦିନରେ ମା’ ତାରିଣୀଙ୍କ ଦର୍ଶନ କଲେ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ ବୋଲି ଭକ୍ତଙ୍କ ମନରେ ଆଶା ଏବଂ ବିଶ୍ବାସ । ଅନ୍ୟପକ୍ଷରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡକୁ ଲକ୍ଷ କରି ଆଜି ମନ୍ଦିର ପ୍ରଶାସନ ପକ୍ଷରୁ ଶୃଙ୍ଖଳା ଦର୍ଶନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ବେଳେ ମନ୍ଦିର ପରିସରରେ ମକର ସଂକ୍ରାନ୍ତ ଅବସରରେ ଏକ ସାଧୁ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

   Related Posts