Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଭିଜିଲାନ୍ସ ଜାଲରେ ଡିଏଫଓ ଓ ଡେପୁଟି ରେଞ୍ଜର, ୧ ଲକ୍ଷ ୬୬ ହଜାର ଟଙ୍କା ନେଉଥିଲେ ଲାଞ୍ଚ

10/06/2020 at 11:52 AM

ବଲାଙ୍ଗୀର ୧୦।୬: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡିଏଫଓ । ବଲାଙ୍ଗିର ପାଟଣାଗଡରେ କେନ୍ଦୁପତ୍ର ଫଡି ମରାମତି ବିଲ୍ ପାସ୍ କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ଡିଏଫଓ ପ୍ରଣବ ମହାନ୍ତି ଓ ଡେପୁଟି ରେଞ୍ଜର ତ୍ରିଲୋଚନ ଦେହୁରୀ ।

କେନ୍ଦୁପତ୍ର ଫଡି ବିଲ୍ ପାସ୍ କରାଇବା ପାଇଁ ସେମାନେ ୧ ଲକ୍ଷ ୬୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ଚଢାଉରେ ବଲାଙ୍ଗିର, ବରଗଡ଼ ଓ ସମ୍ବଲପୁର ସ୍ଥିତ ଭିଜିଲାନ୍ସ ଟିମ୍  ସାମିଲ ହୋଇଛନ୍ତି ।

   Related Posts