Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଯାଜପୁରରେ ପୋଲିସ ଡିଜି ଅଭୟ, ଆଇନ ଶୃଙ୍ଖଳାର କଲେ ସମୀକ୍ଷା

11/08/2020 at 4:44 PM

ଯାଜପୁର ୧୧।୮: ଯାଜପୁରରେ ପୋଲିସ ଡିଜି ଅଭୟ । ପାଣିକୋଇଲି ପୋଲିସ ମୁଖ୍ୟାଳୟରେ ପହଁଚି ଆଇନ ଶୃଙ୍ଖଳାର ସମୀକ୍ଷା କରିଛନ୍ତି ଡିଜିପି । କରୋନା ସମୟରେ ଚାଲିଥିବା ଏନଫୋର୍ସମେଣ୍ଟ ସମ୍ପର୍କରେ ଏସପିଙ୍କ ସହ ଆଲୋଚନା କରିଛନ୍ତି ।

କରୋନା ସମୟରେ ପୋଲିସର କର୍ତ୍ତବ୍ୟ ସମ୍ପର୍କରେ ନାନା ପରାମର୍ଶ ଦେଇଥିଲେ । ଏହାସହ କୋଭିଡ୍ ପରିଚାଳନାରେ ଯାଜପୁର ପୋଲିସର କାର୍ଯ୍ୟକଳାପରେ ବେଶ୍ ଖୁସି ବ୍ୟକ୍ତ କରିଛନ୍ତି ଡିଜିପି । ଡିଜିପିଙ୍କ ଗସ୍ତ କାଳରେ ଯାଜପୁର ଏସପି ଚରଣ ସିଂ ମୀନାଙ୍କ ସମେତ ଜିଲ୍ଲାର ସମସ୍ତ ବରିଷ୍ଠ ଥାନା ଅଧିକାରୀମାନେ ସାମିଲ ହୋଇଥିଲେ ।

   Related Posts