Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||

ଲୋକାୟୁକ୍ତ ସଦସ୍ୟ ହେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା

6/08/2019 at 3:01 PM

ଭୁବନେଶ୍ବର ୬|୮: ଲୋକାୟୁକ୍ତ ସଦସ୍ୟ ହେବେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଲୋକାୟୁକ୍ତ ସଦସ୍ୟ ପାଇଁ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ନାଁ ସୁପାରିଶ କରିଥିଲେ ରାଜ୍ୟ ସରକାର । ଚୟନ କମିଟିଙ୍କ ସୁପାରିଶକୁ ରାଜ୍ୟପାଳ ଗ୍ରହଣ କରିଥିବା ସୂଚନା ମିଳିଛି । ପୋଲିସ ପଦବୀରୁ ଇସ୍ତଫା ଦେବାକୁ କେନ୍ଦ୍ରର ଅନୁମତି ଲୋଡିଛନ୍ତି ଆର.ପି. ଶର୍ମା ।

ଗତ ୨୦୧୭ ଅଗଷ୍ଟ ମାସ ୩୧ ତାରିଖରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ନେଇଥିଲେ ରାଜେନ୍ଦ୍ର ପ୍ରସାଦ ଶର୍ମା । ତାଙ୍କ ପରେ ଡିଜିପି ଇନଚାର୍ଜ ହେବେ ସୁନିଲ ରୟ । ତେବେ ପରବର୍ତ୍ତି ଡିଜିପି କିଏ ହେବେ ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା ।

   Related Posts