Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ବ୍ରାଉନ୍ ସୁଗାର୍ ଡିଲ୍ ପୂର୍ବରୁ କାବୁ କଲା ପୋଲିସ, ଜଣେ ଗିରଫ

21/02/2021 at 8:24 AM

ରାଇରଙ୍ଗପୁର, ୨୧|୦୨ : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ବସ ଷ୍ଟାଣ୍ଡରୁ ବ୍ରାଉନସୁଗାର ଜବତ ।  ୬.୭୦ ଗ୍ରାମର ବ୍ରାଉନ ସୁଗାର ଜବତ କରିବା ସହ ଅଭିଯୁକ୍ତକୁ ମଧ୍ୟ ଗିରଫ କରିଛି ଟାଉନ ଥାନା ପୋଲିସ ।

ଗିରଫ  ଅଭିଯୁକ୍ତ ଯୁବକ ଜଣକ ହେଲେ ଝାଡଖଣ୍ଡ ଆଦିତ୍ୟପୁରର ଅବଦୁଲ କୁଏମ । ଉକ୍ତ ଯୁବକ ଜଣକ ଝାଡଖଣ୍ଡରୁ ଆସି ରାଇରଙ୍ଗପୁର ଅଞ୍ଚଳରେ ପୂର୍ବରୁ ବ୍ରାଉନ ସୁଗାର ବିକ୍ରି କରିଆସୁଥିବା ବିଶେଷ ସୂତ୍ରରୁ ପୋଲିସ ଖବର ପାଇ ଟ୍ରାକିଂ ଚଳାଇଥିଲା । ତେବେ ରବିବାର ବାଇକରେ ଆସି ରାଇରଙ୍ଗପୁର ବସଷ୍ଟାଣ୍ଡରେ ଡିଲ୍ କରିବା ପୂର୍ବରୁ ପୋଲିସ ଚଢ଼ାଉ କରି ବ୍ରାଉନ ସୁଗାର ଜବତ କରିବା ସହ ଅଭିଯୁକ୍ତକୁ କାବୁ କରିଥିଲା ।

   Related Posts