Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

୫୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ, ୨ ଅଟକ

10/10/2021 at 11:38 AM

ରାଉରକେଲା ୧୦।୧୦: ପୁଣି ବିପୁଳ ପରିମାଣର ବ୍ରାଉନ୍‌ସୁଗାର ଜବତ । ରାଉରକେଲା ପ୍ଲାଣ୍ଟ ସାଇଡ଼ ପୋଲିସ ଦ୍ୱାରା ୫୦ ଗ୍ରାମ ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହାସହିତ ଘଟଣାରେ ୨ଜଣଙ୍କୁ ଅଟକ ରଖିଛି ପୋଲିସ ।

ଖବର ଅନୁଯାୟୀ, ବ୍ରାଉନ୍‌ସୁଗାର କାରବାର ନେଇ ପୋଲିସ ନିକଟରେ ଗୁପ୍ତ ସୂଚନା ମିଳିଥିଲା । ପୂର୍ବ ସୂଚନା ଆଧାରରେ ଚଢାଉ କରିଥିଲା ରାଉରକେଲା ପ୍ଲାଣ୍ଟ ସାଇଡ଼ ପୋଲିସ । ଏହି ଚଢାଉରେ ୫୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ କରିଛି ପୋଲିସ । ଏହାସହିତ ୨ଜଣଙ୍କୁ ଅଟକ ରଖାଯାଇଛି । ବ୍ରାଉନ୍‌ସୁଗାର କାରବାର ନେଇ ଆଉ କେଉଁଆଡେ ଲିଙ୍କ ରହିଛି । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ସେପଟେ ବିଭିନ୍ନ ସ୍ଥାନରେ ଚଢାଉ ମଧ୍ୟ ଜାରି ରଖିଛି ପୋଲିସ ।

   Related Posts