Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ରାଜଧାନୀରେ ବଢି ଚାଲିଛି ଧଳା ଜହର କାରବାର, ୫୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

18/06/2021 at 12:37 PM

ଭୁବନେଶ୍ଵର ୧୮।୦୬ : ରାଜଧାନୀରେ ବଢି ଚାଲିଛି ଧଳା ଜହର କାରବାର। ଦିନକୁ ଦିନ ସକ୍ରିୟ ହେଉଛନ୍ତି ବ୍ରାଉନସୁଗାର ମାଫିଆ। ଭୁବନେଶ୍ଵରରୁ ପୁଣି ବ୍ରାଉନ ସୁଗାର ଜବତ କରିଛି କମିଶନରେଟ ପୋଲିସ। ପ୍ରାୟ ୫୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିବା ସୂଚନା ମିଳିଛି।

କମିଶନରେଟ୍ ପୋଲିସକୁ ବଡ଼ ସଫଳତା। ଭୁବନେଶ୍ଵରରୁ ପ୍ରାୟ ୫୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି କମିଶନରେଟ୍ ପୋଲିସ। ବାଲେଶ୍ଵରରୁ ଆଣୁଥିବା ବେଳେ ଧରିଛି କମିଶନରେଟ ପୋଲିସ। ତେବେ ଏହି ନେଟୱାର୍କରେ କେଉଁମାନଙ୍କର ହାତ ରହିଛି ସେନେଇ କମିଶନରେଟ ପୋଲିସ ଛାନଭିନ୍ କରୁଛି। ସେପଟେ ଏହି ଚେର କେଉଁ ଆଡେ ଲମ୍ବିଛି ସେନେଇ ପୋଲିସ ତନାଘନା କରୁଛି।

   Related Posts