Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ

21/01/2021 at 9:40 AM

ବ୍ରହ୍ମପୁର ୨୧।୦୧: ପୁଣି ଧଳାଜହର ଜବତ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅବକାରୀ ବିଭାଗର ଗୁଇନ୍ଦା ଟିମ୍‌ ଦ୍ୱାରା ୪୫ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନ୍‌ସୁଗାର ମୁଲ୍ୟ ପ୍ରାୟ ୪ଲକ୍ଷ ୫୦ହଜାର ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି ।

ଖବର ଅନୁଯାୟୀ, ଜଣେ ଯୁବକ ପୁରୀରୁ ଗତକାଲି ବ୍ରାଉନ୍‌ସୁଗାର ଆଣିଥିଲେ । ଆଜି ଗ୍ରାହକକୁ ବିକ୍ରି କରିବାକୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ ପଡିଆରେ ଅପେକ୍ଷା କରିଥିଲେ । ଠିକ୍‌ ଏହି ସମୟରେ ଅବକାରୀ ବିଭାଗର ଗୁଇନ୍ଦା ଟିମ୍‌ ଆସି ଯୁବକଙ୍କୁ କାବୁ କରିଥିଲେ । ଯୁବକଙ୍କ ନିକଟରୁ ୪୫ଗ୍ରାମ ବ୍ରାଉନ୍‌ସୁଗାର ଜବତ ହୋଇଛି ।ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୪ଲକ୍ଷ ୫୦ହଜାର ଟଙ୍କା ହେବ ସୂଚନା ରହିଛି । ସେହିପରି ଗିରଫ ହୋଇଥିବା ଯୁବକ ଖଲ୍ଲିକୋଟ ବାଦପଲ୍ଲୀ ଗାଁର ମଦନମୋହନ ଶବର ବୋଲି ଜଣାପଡିଛି । ଯୁବକ ଜଣଙ୍କ ଆଙ୍କୁଲି ନଗର ଅଞ୍ଚଳରେ ରହୁଥିବାର ମଧ୍ୟ ସୂଚନା ରହିଛି ।

   Related Posts