Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ବିଜେପିର ଜନ ପରାମର୍ଶ ପଦଯାତ୍ରାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

29/12/2018 at 3:40 PM

ଧାମନଗର ୨୯|୧୨:  ବିଜେପିର ଜନ ପରାମର୍ଶ ପଦଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭଦ୍ରକ ଜିଲ୍ଲା ଧାମନଗର ଗୋବିନ୍ଦପୁରରେ ଚାଲିଥିବା ପଦଯାତ୍ରାରେ ଯୋଗ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କୋରୁଆ ସ୍କୁଲ ପଡିଆରୁ ଜନପରାମର୍ଶ ପଦଯାତ୍ରାରେ ବାହାରି ସ୍ଥାନୀୟ ଲୋକଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଏହା ସହ ଗୋବିନ୍ଦପୁର ଖେଳ ପଡିଆରେ ସାଧାରଣ ସଭାରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ସମାଲୋଚନା କରିଛନ୍ତି । ଏହା ସହ କେନ୍ଦ୍ର ସରକାରଙ୍କ ଯୋଜନାର ହିସାବ ମାଗିଥିଲେ । ପିପିଲି ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲା ଓ ପୁରୀରେ ଜଗନ୍ନାଥ ଉପାସ ରହିବା ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି ଧର୍ମେନ୍ଦ୍ର । ଏହା ପରେ ବାଲେଶ୍ବର ନୀଳଗିରିରେ ଆୟୋଜିତ ପଦଯାତ୍ରାରେ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି ।

   Related Posts