Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରେଳମନ୍ତ୍ରୀଙ୍କୁ ଚିଠି ଲେଖି କେନ୍ଦ୍ରମନ୍ତ୍ରୀ, ପୁରୀ-ହାଟିଆ, ପୁରୀ-ତପସ୍ୱିନୀ LHB କୋଚ କରିବାକୁ ଉଲ୍ଲେଖ

6/10/2021 at 10:23 AM

ଭୁବନେଶ୍ୱର ୦୬/୧୦: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ- ହାଟିଆ-ପୁରୀ ତପସ୍ବିନୀ ଏଲଏଚବି କୋଚରେ ପରିଣତ କରିବା ପାଇଁ ଲେଖିଲେ ଚିଠି ।

ଯାତ୍ରୀଙ୍କ ସୁରକ୍ଷା, ସୁବିଧା ଓ କଲ୍ୟାଣକୁ ଗୁରୁତ୍ବ ଦେଇ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ । ଭୁବନେଶ୍ବରରୁ ରେଢ଼ାଖୋଲ ଯାତ୍ରା କରିବା ବେଳେ ଏହା ଯାତ୍ରୀଙ୍କ ଦୀର୍ଘ ଦିନର ଦାବି ବୋଲି ଜାଣିବାକୁ ପାଇଥିବା ଅବଗତ କରାଇଲେ ।

   Related Posts