Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ଜଗତସିଂହପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନୀ ପ୍ରଚାର

26/04/2019 at 2:33 PM

ଜଗତସିଂହପୁର ୨୬|୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭିନ୍ନ ସ୍ଥାନରେ ବିଜୟ ସଂକଳ୍ପ ସଭା ଏବଂ ରୋଡ୍ ସୋ କରିଛନ୍ତି । ପ୍ରଥମେ ଜଗତସିଂହପୁରର ବାଲିକୁଦା-ଏରସମାରୁ ପ୍ରଚାର ଅଭିଯାନ ଆରମ୍ଭ କରିଥିଲେ ଧର୍ମେନ୍ଦ୍ର । ରାଜ୍ୟ ସରକାରଙ୍କୁ କଟାକ୍ଷ କରି ବିଜେପି ପାଇଁ ଭୋଟ୍ ମାଗିଥିଲେ ।

ଜଗତସିଂହପୁର ପରେ ଯାଜପୁରରେ ଧର୍ମେନ୍ଦ୍ର ପ୍ରଚାର କରିଛନ୍ତି । ଯାଜପୁର ବ୍ରହ୍ମବରଦାରେ ପ୍ରଚାର କରିଛନ୍ତି । ସେଠାରୁ ସେ ଭଦ୍ରକ ଯାଇ ବିଭିନ୍ନ ନର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ । ଚାନ୍ଦବାଲି ନର୍ବାଚନ ମଣ୍ଡଳୀ ବାମନବିନ୍ଦିରେ ପ୍ରଚାର କରିବେ । ସେହିପରି ଭଦ୍ରକର ରଜଘର ପୋଖରୀଆ, ବାସୁଦେବପୁର, ନାମି, ଭଣ୍ଡାରିପୋଖରୀ ଏବଂ ଭଦ୍ରକ ନିର୍ବାଚନ ମଣ୍ଡଳୀ ପାଇଁ ମଧ୍ୟ ପ୍ରଚାର କରିବେ ଧର୍ମେନ୍ଦ୍ର । ପ୍ରଚାର ଶେଷ ଦିନରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି ।

   Related Posts