Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଉରକେଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ଷ୍ଟିଲ୍ ପ୍ଲାଣ୍ଟର ସିଇଓଙ୍କୁ ଭେଟିବେ

29/09/2019 at 9:18 AM

ସୁନ୍ଦରଗଡ଼ ୨୯/୯: ରାଉରକେଲା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ ପ୍ରଧାନ । ୨ ଦିନିଆ ରାଉରକେଲା ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଆଜି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସିଇଓ ଏବଂ  ବରିଷ୍ଠ ଅଧକାରୀମାନଙ୍କ ସହ ସମୀକ୍ଷା କରିବେ ।

୩୦ ତାରିଖ ଦିନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ  କୋଇଡ଼।ରେ ଥିବା ସେଲ୍ ର କାଲଟା ମାଇନ୍ସ ପରିଦର୍ଶନ କରିବେ । ପରେ ସୁନ୍ଦରଗଡ଼ ବଡ଼ଗାଁରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଞ୍ଚି ଯିବେ । ଇସ୍ପାତ୍ ମନ୍ତ୍ରଣାଳୟ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ରାଉରକେଲା ଗସ୍ତ।

   Related Posts