Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଖାରବେଳ ବିଜେପିରେ ମିଶିବା ପରେ ଧର୍ମେନ୍ଦ୍ରଙ୍କ ପ୍ରତିକ୍ରିୟା : “ଖାରବେଳ ହେଉଛନ୍ତି ଅମୂଲ୍ୟ ରତ୍ନ”

25/03/2019 at 11:00 AM

ଭୁବନେଶ୍ୱର ୨୫/୩ : ଆଜି ଉତ୍କଳ ଭାରତୀ ସଭାପତି ଖାରବେଳ ସ୍ୱାଇଁ ବିଧିବଦ୍ଧ ଭାବେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିରେ ମିଶିଛନ୍ତି | ବିଜେପି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି | ବିଜେପିରେ ମିଶିବା ପରେ ଖାରବେଳଙ୍କୁ ସ୍ବାଗତ କରିଥିଲେ ଧର୍ମେନ୍ଦ୍ର | ଧର୍ମେନ୍ଦ୍ର କହିଛନ୍ତି ଯେ, ଖାରବେଳ ହେଉଛନ୍ତି ଅମୂଲ୍ୟ ରତ୍ନ | ଓଡିଶା ଲୋକ ତାଙ୍କୁ ଭଲ ପାଆନ୍ତି, ତାଙ୍କର ପ୍ରଶଂସା କରନ୍ତି |


ବିଜେପିରେ ଅସନ୍ତୋଷ ଓ ବିଦ୍ରୋହ ଦେଖାଦେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ସେ କହିଛନ୍ତି ସବୁ ନିଷ୍ପତ୍ତି କେନ୍ଦ୍ର ସରକାର ନେଇଛନ୍ତି | ଗୋଟିଏ ଦଳରେ ଅସନ୍ତୋଷ ଦେଖାଦେବା ସ୍ବାଭାବିକ କଥା | କିନ୍ତୁ ଆମକୁ ଏକାଠି ହୋଇ କାମ କରିବାକୁ ପଡିବ ବୋଲି କହିଛନ୍ତି ଧର୍ମେନ୍ଦ୍ର |

   Related Posts