Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ବଜେଟ୍ ନେଇ ନବୀନଙ୍କ ଅଭିଯୋଗ ପ୍ରସଙ୍ଗ : ବଜେଟ୍‌ରେ ଓଡ଼ିଶା ଅଧିକ ୬ ହଜାର କୋଟି ପାଇବ କହିଲେ ଧର୍ମେନ୍ଦ୍ର

2/02/2019 at 3:25 PM

ଭୁବନେଶ୍ବର ୨|୨: ବଜେଟ୍‌ରେ ଓଡ଼ିଶାର ଅର୍ଥ ଆସିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ଉପରେ ଜବାବ ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଏହି ବଜେଟରେ ଓଡ଼ିଶା ଅଧିକ ୬ ହଜାର କୋଟି ପାଇବ । ପୂର୍ବତଟ ରେଳବାଇକୁ ୭ ହଜାର କୋଟିରୁ ଅଧିକ ଟଙ୍କା ମିଳିବ । ଯାହାର ସିଧା ଲାଭ ଓଡିଶା ପାଇବ । କୃଷକ ଯୋଜନାରେ ପ୍ରକୃତ ହିତାଧିକାରୀ ଚୟନରେ ରାଜ୍ୟ ସହଯୋଗ କରିବ ବୋଲି ଆଶା କରୁଛି ବୋଲି ଧର୍ମେନ୍ଦ୍ର କହିଛନ୍ତି ।

   Related Posts