Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟର ଗରିବଙ୍କୁ ଡରେଇ, ଧମକାଇ ଭୋଟ୍ ନେବାକୁ ଉଦ୍ୟମ କରୁଛନ୍ତି ମୁଖ୍ୟମନ୍ତ୍ରୀ : ଧର୍ମେନ୍ଦ୍ର ପ୍ରଧାନ

21/04/2019 at 3:38 PM

ଭୁବନେଶ୍ବର ୨୧|୪:  ରାଜ୍ୟର ଗରିବ ଲୋକଙ୍କୁ ଡରେଇ, ଧମକାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ୍‌ ନେବାକୁ ଉଦ୍ୟମ କରୁଛନ୍ତି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ବନ୍ଦ ହୋଇଯିବ ବୋଲି କହି ଲୋକଙ୍କୁ ଡରେଇବା, ଧମକାଇବା ଓ ଆତଙ୍କିତ କରୁଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି ଥିବା ପର୍ଯ୍ୟନ୍ତ ଭାରତ ଓ  ଓଡିଶାର ଗରିବ ଲୋକଙ୍କର କେହି କ୍ଷତି କରିପାରିବେ ନାହିଁ।

   Related Posts