ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନାହାନ୍ତି : ଧର୍ମେନ୍ଦ୍ର ପ୍ରଧାନ

Published By : Prameya-News7 Bureau | April 14, 2019 IST

ଭୁବନେଶ୍ବର ୧୪|୪: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୋଦିଙ୍କ ଲୋକପ୍ରିୟତାରେ ଇର୍ଷାନ୍ବିତ ହୋଇ ବିଜେଡି ତାଙ୍କୁ ଯେତେ ଗାଳି ଦେଲେ ମଧ୍ୟ ମୋଦିଙ୍କ ଲୋକପ୍ରିୟତା ବଢ଼ିବ ବୋଲି କହିଛନ୍ତି ଧର୍ମେନ୍ଦ୍ର। ମୋଦିଙ୍କ ଲୋପ୍ରିୟତା ବୃଦ୍ଧିରେ ନବୀନ ବାବୁଙ୍କ ଚିନ୍ତା ବଢ଼ିବା ସ୍ବାଭାବିକ ବୋଲି କହିଛନ୍ତି ଧର୍ମେନ୍ଦ୍ର। ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନଥିବା କହି ଧର୍ମେନ୍ଦ୍ର କଟାକ୍ଷ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.