Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଜପତି : ଘାରିଲା କରୋନା ଭୟ, ଆଜିଠୁ ଗଜପତି ଜିଲ୍ଲାର ସବୁ ସୀମା ସିଲ୍
  • ||
  • ନୀଳଗିରି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଚାନ୍ଦବାଲି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଜଳେଶ୍ବର : ଓଭରବ୍ରିଜ୍ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୬ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||
  • ନୟାଗଡ଼ : ରେଳ ଷ୍ଟେସନରେ ଲଙ୍କାକାଣ୍ଡ : ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା, ବିରୋଧ କରିବାରୁ ମ୍ୟାନେଜର ଓ କର୍ମଚାରୀଙ୍କୁ ଆକ୍ରମଣ
  • ||
  • ଆଜି ୧୧ ଜିଲ୍ଲାରେ କାଳବୈଶାଖି ବର୍ଷା ! ୧୫ ଯାଏଁ ତାତିରୁ ମିଳିବ ତ୍ରାହି
  • ||

ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ଜମି ବିବାଦକୁ ନେଇ ଟ୍ୱିଟ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

6/05/2018 at 7:34 AM

ଷ୍ଟୁଡିଓର ପୁନରୁଦ୍ଧାର ପାଇଁ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଷ୍ଟୁଡିଓକୁ ନୂଆ ରୂପ ଦେବା ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିବେ ବୋଲି ଟ୍ୱିଟରରେ ଟ୍ୱିଟ କରିଛନ୍ତି | ଏହା ସହ ଷ୍ଟୁଡିଓ ପାଇଁ ଆର୍ଥିକ ଓ ଅନ୍ୟାନ୍ୟ ସହାୟତା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବେ ବୋଲି କହିଛନ୍ତି |

Leave a Reply

   Related Posts