ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ତିତଲି’ ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ

Published By : Prameya-News7 Bureau | October 17, 2018 IST

ଭୁବନେଶ୍ବର ୧୭|୧୦: ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ତିତଲି’ ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ । ‘ତିତଲି’ ବାତ୍ୟାରେ ଗଜପତି ଜିଲ୍ଲା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବନ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ଗଞ୍ଜାମ ଜିଲ୍ଲା । କେନ୍ଦ୍ରମନ୍ତ୍ରୀ ଗଜପତି ଜିଲ୍ଲାର ଗଙ୍ଗାବାଡ ଓ ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳ ଗସ୍ତ କରିବେ ବୋଲି ବିଜେପି କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.