Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଟିକା ଅଭାବକୁ ଖଣ୍ଡନ କଲେ କେନ୍ଦ୍ରମନ୍ତ୍ରୀ: ଓଡ଼ିଶାକୁ ଆସିଛି ୪୫ ଲକ୍ଷ ଟିକା

14/04/2021 at 10:56 AM

ଭୁବନେଶ୍ୱର ୧୪/୪: ରାଜ୍ୟରେ ଦେଖାଦେଇଥିବା ଟିକା ଅଭାବକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଏହାକୁ ଖଣ୍ଡନ କରିବା ସହ କହିଛନ୍ତି ଭାରତ ବର୍ଷରେ ୧୧-୧୨ କୋଟି ଟିକା ଭିତରୁ ୪୫ ଲଖ ଟିକା ଓଡିଶାକୁ ଆସିଛି । ତେବେ ଏଠି ଏସବୁ ବିବାଦ ଆରମ୍ଭ କରାଯାଉଛି ।

ରାଜ୍ୟରେ ଟିକାର ଅଭାବ ନାହିଁ । ମୋ ମତ ରାଜନୈତିକ ସ୍ତରରେ ମୁଖ୍ୟମନ୍ତ୍ରୀ ଏକଥା ଭାବୁ ନାହାଁନ୍ତି । ନିଜର ବାହାପିଆପଣ ଦେଖାଇବା ପାଇଁ  ସ୍ୱାସ୍ଥ୍ୟ ସଚିବ ଏଭଳି କହିଛନ୍ତି ଯେ ରାଜ୍ୟରେ ଟିକା ନାହିଁ । ଏଠିକା ହେଲଥ୍ ସେକ୍ରେଟେରୀ ରାହୁଲ ଗାନ୍ଧିଙ୍କ ଭାଷା କହୁଛନ୍ତି । ମୁଁ ତାଙ୍କୁ ଶୁଭେଚ୍ଛା ଦେଉଛି । ମୋର ଅନୁରୋଧ ସମାଜରେ ଏଭଳି କ୍ରାଇସେସ୍ ତିଆରି ନକରିବା ଦରକାର । ଖୁବଶୀଘ୍ର ଆଉ ୨, ୩ ଟି ଟିକାକୁ ସରକାର ଅନୁମତି ଦେବାକୁ ଯାଉଛନ୍ତି । ଏହା ଦ୍ୱାରା ଟିକା ଅଧିକ ମାତ୍ରାରେ ଉପଲବ୍ଧ ହେବ ।

   Related Posts