Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ପୁରୀ-ହାଓ୍ବଡା ଧଉଳି ଏକ୍ସପ୍ରେସରେ ଲାଗିଲା ନିଆଁ

11/08/2019 at 5:00 PM

ସୋର ୧୧|୮: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ପୁରୀ-ହାଓ୍ବଡା ଧଉଳି ଏକ୍ସପ୍ରେସ ।  ପୁରୀ-ହାଓ୍ବଡା ଧଉଳି ଏକ୍ସପ୍ରେସରେ ଅଗ୍ନିକାଣ୍ଡ ହୋଇଛି । ଏକ୍ସପ୍ରେସର ଡି-୧ ବଗିରେ ଲାଗିଛି ନିଆଁ । ଅଗ୍ନିକାଣ୍ଡ ଯୋଗୁଁ ସୋର ଷ୍ଟେସନରେ ଅଟକିଛି ଟ୍ରେନ୍ ।

ଟ୍ରେନରେ ଲାଗିଥିବା ବ୍ରେକରେ କିଛି ଯାନ୍ତ୍ରିକ ତ୍ରୁଟି କାରଣରୁ ଚକା ପାଖରେ ନିଆଁ ଲାଗି ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।

ନିଆଁ ଲିଭାଇବା ପାଇଁ ଷ୍ଟେସନ କର୍ମଚାରୀ ଏବଂ ଜିଆରପିର ଉଦ୍ୟମ ଜାରି । ଅଗ୍ନିକାଣ୍ଡ ଫଳରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।

   Related Posts