Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍‌ ସହ ୫୦ ହଜାର ଜୋରିମାନା, ରାୟ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

28/07/2021 at 9:20 PM

ଢେଙ୍କାନାଳ, ୨୮।୦୭: ଜଣେ ନାବାଳିକା ଦୁଷ୍କର୍ମକାରୀକୁ ୧୦ବର୍ଷ କାରାଦଣ୍ଡ ସାଙ୍ଗକୁ ୫୦ହଜାର ଟଙ୍କା ଜୋରିମାନା । ଏହି ରାୟ ଦେଇଛନ୍ତି ଢେଙ୍କାନାଳ ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ଫାଷ୍ଟ ଟ୍ରାକ ସ୍ବତନ୍ତ କୋର୍ଟ । ଦୋଷୀ ସାବ୍ୟସ୍ତ ହୋଇଥିବା ଅଭିଯୁକ୍ତ ହେଲେ ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ମହାଦିଆ ଗ୍ରାମର ଆଲୋକ ବେହେରା ନାମକ ଯୁବକ ।

ଆଲୋକ  ଜଣେ ନାବାଳିକାକୁ ବାରମ୍ବାର ଦୁଷ୍କର୍ମ କରିଥିବା ଗତ ୨୦୧୭ ମସିହା ଅକ୍ଟୋବର ୪ ତାରିଖରେ ଅଭିଯୋଗ ହୋଇଥିଲା । ଫଳରେ ମୋଟଙ୍ଗା ପୁଲିସ ଆଲୋକକୁ ଗିରଫ କରି ସ୍ୱତନ୍ତ୍ର ପୋକ୍ସୋ କୋର୍ଟକୁ ଚାଲାଣ କରିଥିଲା । ମାମଲାରେ ଢେଙ୍କାନାଳ ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ଫାଷ୍ଟଟ୍ରାକ ସ୍ୱତନ୍ତ୍ର କୋର୍ଟ ବିଚାର କରି ଆଜି ଏହି ରାୟ ଶୁଣାଇଛନ୍ତି ବୋଲି ପ୍ରକାଶ କରିଛନ୍ତି ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିବା ଆଇନଜୀବୀ ।

   Related Posts