ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୈଳ ଦର ଉପରେ ଉତ୍ପାଦନ ଶୁଳ୍କ କମାଇଲେ କେନ୍ଦ୍ର ସରକାର, ପେଟ୍ରୋଲ ୯.୫ ଓ ଡିଜେଲ୍ ୭ ଟଙ୍କା କମିଲା
  • ||
  • ସନ୍ଧ୍ୟାରେ ମୁମ୍ବାଇ ବନାମ ଦିଲ୍ଲୀ : ‘କର ବା ମର’ ସ୍ଥିତିରେ କ୍ୟାପିଟାଲ୍ସ
  • ||
  • ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ଏଏଫଆଇ ଇଣ୍ଡିଆନ ଗ୍ରାଁପ୍ରି-୩ : ଅମିୟ କୁମାର ମଲ୍ଲିକ ଏବଂ ଶ୍ରାବଣୀ ନନ୍ଦଙ୍କ ଉପରେ ନଜର
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୮ କୋଭିଡ୍ ପଜିଟିଭ୍
  • ||
  • ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୩୩ ଜୀବନ
  • ||
  • ତାତି ଆହୁରି ବଢିବ, ୩ ଦିନ ଯାଏଁ ତତଲା କଡେଇରେ ଭାଜିହେବେ ରାଜ୍ୟବାସୀ
  • ||
  • ୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚାଲାଣ ପାଇଁ ଜଙ୍ଗଲରେ ଲୁଚାଇଥିଲେ ମାଫିଆ
  • ||

ମୟୂରଭଂଜ ଜିଲ୍ଲା ଉଦଳା ବ୍ଲକ ପାଟଶାଣିପୁର ପଂଚାୟତ ଖଲାଡି ଗ୍ରାମରେ ଡାଇରିଆ ଆତଙ୍କ ।

6/09/2018 at 2:09 PM

ଭୁବନେଶ୍ଵର;୦୬/୦୯- ମୟୂରଭ ଜିଲ୍ଲା ଉଦଳା ବ୍ଲକ ପାଟଶାଣିପୁର ପଂଚାୟତ ଖଲାଡି ଗ୍ରାମରେ ଡାଇରିଆ ଆତଙ୍କ । ଡାଇରିଆରେ ୨୦ରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବାରିପଦା ସ୍ଥାନାନ୍ତର କରାଯାଇଛି । ଗାଁରେ ଦୂଷିତ ପାଣି ପାଇଁ ଡାଇରିଆ ବ୍ୟାପୁଥିବା କହିଛନ୍ତି ଗାଁ ଲୋକ । ଡାଇରିଆ ବ୍ୟାପୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଗାଁରେ ମେଡିକାଲ ଟିମ ପହଞ୍ଚି ସ୍ଥ୍ତିତି ଅନୁଧ୍ୟାନ କରିଛନ୍ତି ।

   Related Posts