Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||

ଘରୁ ଟେକି ନେଇ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଅଟକ

4/08/2019 at 11:29 AM

ଉଦଳା ୪|୮: ମୟୂରଭଞ୍ଜ ଜିଲ୍ଲା ଉଦଳାରେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଶରତ ଥାନା କାଠଚୁଆ ଅଞ୍ଚଳର ଏହି ଅଭାବନୀୟ ଘଟଣା ଘଟିଛି । ଯୁବତୀଙ୍କୁ ଘରୁ ଟେକି ନେଇ ଅଭିଯୁକ୍ତ ଜଙ୍ଗଲରେ ଦୁଷ୍କର୍ମ କରିଛି । ଅଭିଯୁକ୍ତ ପଦ୍ମପୋଖରୀ ପଞ୍ଚାୟତ ଧପଡା ଗାଁର ବାବୁଲି ବଦରା ବୋଲି ଜଣାପଡିଛି । ପୀଡିତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଆଧାରରେ ଅଭିଯୁକ୍ତକୁ ଅଟକ ରଖି ପୋଲିସର ତଦନ୍ତ ଆରମ୍ଭ କରିଛି ।

   Related Posts