Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଟ୍ରକ୍ ଚାପାରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତ୍ୟୁ

12/05/2021 at 1:29 PM

ଚଣ୍ଡିଖୋଲ ୧୨।୫: ଯାଜପୁର ଜିଲ୍ଲା ଛତିଆ ଗଳିପୋଲ ତଳେ ଏକ ଟ୍ରକ୍ ଚାପାରେ ପାଗଳର ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ କାର୍ଯ୍ୟରତ ପୋଲିସ ଦ୍ବାରା ଉଭୟ ଚାଳକ ଓ ଗାଡିକୁ ଜବତ କରାଯାଇଛି । ଛତିଆ ପୋଲିସ ମୃତ ପାଗଳର ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ତଦନ୍ତ ଜାରି ରଖିଛନ୍ତି ।

   Related Posts