Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତକୁ ଅଟକ ରଖି ଚାଲିଛି ଜେରା

13/03/2020 at 3:25 PM

ନିଆଳି ୧୩।୩: ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ନିଆଳି କସର୍ଦ୍ଦା ଫାଣ୍ଡି ବଢାଇସାହି ନିକଟରେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗ ପରେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ନିଆଳି ଥାନା ପୋଲିସ । କସର୍ଦ୍ଦାରେ ଚାଲିଥିବା ଦୋଳ ମେଳନ ଦେଖିବାକୁ ଯାଇଥିବା ବେଳେ ଦୁଷ୍କର୍ମ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି । ଘଟଣାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

   Related Posts