Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା, ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଆକ୍ଟର ଦିଲ୍ଲୀପ କୁମାର

6/06/2021 at 11:13 AM

ମୁମ୍ୱାଇ ୬/୬ : ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଲା । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପତ୍ନୀ ତଥା ବରିଷ୍ଠ ଅଭିନେତ୍ରୀ ସାଇରା ବାନୁ ଦିଲୀପଙ୍କ ଆଡମିଟ୍ ନେଇ ଗଣମାଧ୍ୟମକୁ ଜଣାଇଛନ୍ତି । ସାଇରା ବାନୁ କହିଛନ୍ତି ଯେ ଦିଲୀପ କୁମାରଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲା ଏବଂ ଏହି କାରଣରୁ ତାଙ୍କୁ ଆଜି ସକାଳ ୮.୩୦ସମୟରେ ଖାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଏହା ଏକ ଅଣ କୋଭିଡ୍ ହସ୍ପିଟାଲ୍ । ଏଠାରେ ଦିଲୀପ କୁମାରଙ୍କ ସମସ୍ତ ପରୀକ୍ଷା ନିତିନ ଗୋଖଲେଙ୍କ ତତ୍ତ୍ୱାବଧାନରେ କରାଯାଏ । ଏବେ ତାଙ୍କରି ତତ୍ତ୍ୱାବଧାନରେ ଚିକିତ୍ସା ଚାଲିଛି । ଆପଣ ସମସ୍ତେ ତାଙ୍କ ପାଇଁ ପ୍ରାର୍ଥନା କରନ୍ତୁ ଯେ ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ । ଗତି କିଛିଦିନ ତଳେ ସେ ସ୍ୱାସ୍ଥ୍ୟଗତ ସମସ୍ୟାରୁ ହସ୍ପିଟାଲରେ ଭର୍ତ୍ତି ହୋଇ ସୁସ୍ଥ ହୋଇ ଘରକୁ ଫେରିଥିଲେ ।

   Related Posts