Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରେଲଓ୍ବେ ବୋର୍ଡ ପିଏସିର ସଦସ୍ୟ ଭାବେ ମନୋନୀତ ହେଲେ ଦିଲ୍ଲୀପ କୁମାର ମଲ୍ଲିକ

20/07/2021 at 1:09 PM

ଭୁବନେଶ୍ବର ୨୦।୭: ରେଲୱେ ବୋର୍ଡ ପାସେଞ୍ଜର ଆମେନିଟିଜ କମିଟି (ପିଏସି)ର ସର୍ବ ଭାରତୀୟ ସ୍ତରର ସଦସ୍ୟ ଭାବେ ଭାଜପା ନେତା ଦିଲ୍ଲୀପ କୁମାର ମଲ୍ଲିକଙ୍କୁ ଭାରତୀୟ ରେଳ ମନ୍ତ୍ରଣାଳୟ ପକ୍ଷରୁ ମନୋନୀତ କରାଯାଇଛି । ଓଡିଶାରୁ ଏକମାତ୍ର ସଦସ୍ୟ ଭାବେ ମନୋନୀତ ହୋଇଥିବା ଦିଲ୍ଲୀପ କୁମାର ମଲ୍ଲିକ ଏହି କମିଟିରେ ଆଗାମୀ ଦୁଇ ବର୍ଷ ପାଇଁ କାର୍ଯ୍ୟ କରିବେ। ଏହି ପିଏସି କମିଟିର ଚେୟାରମ୍ୟାନ ପି.କେ. କ୍ରିଷ୍ଣଦାସ ରହିଛନ୍ତି।

ଯାତ୍ରୀଙ୍କ ସୁବିଧା ପାଇଁ ଦାୟିତ୍ବର ସହ କାର୍ଯ୍ୟ କରିବେ ବୋଲି ଦିଲ୍ଲୀପ କୁମାର ମଲ୍ଲିକ ପ୍ରକାଶ କରିଛନ୍ତି। ରେଲୱେର ଏକ ଗୁରୁତ୍ବପୂର୍ଣ୍ଣ କମିଟିକୁ ମନୋନୀତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ପ୍ରଦେଶ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ସେ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି ।

   Related Posts