Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ପାଟକୁରାରେ ବିଜୟ ମହାପାତ୍ରଙ୍କୁ ଭେଟିଲେ ଦିଲ୍ଲୀପ ରାୟ, କେନ୍ଦ୍ରାପଡା ରାଜନୀତିରେ ହୋଇପାରେ ନୂଆ ସମୀକରଣ

18/04/2019 at 12:57 PM

କେନ୍ଦ୍ରାପଡା ୧୮|୪: କେନ୍ଦ୍ରାପଡା ଜିଲ୍ଲା ପାଟକୁରାରେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ ଭେଟିଛନ୍ତି। ବିଜୟ ମହାପାତ୍ରଙ୍କୁ ଭେଟିବା ପରେ ଦିଲ୍ଲୀପ ରାୟ କହିଛନ୍ତି ଯେ, ସେ ନିର୍ବାଚନରେ ବିଜୟ ମହାପାତ୍ରଙ୍କୁ ସହଯୋଗ କରିବେ । ସେ ବିଜୟଙ୍କ ସହ ରହିଛନ୍ତି । ବିଜୟଙ୍କ ସହ ତାଙ୍କର ଯୋଡି ରହିଛି ଏବଂ ରହିବ।

ଦିଲ୍ଲୀପ ରାୟ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କର ଦୁଇଟି ଦାବିକୁ ପ୍ରଧାନମନ୍ତ୍ରୀ ପୂରଣ କରିଛନ୍ତି। ଏଥିପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ମଧ୍ୟ ଦେଇଥିଲେ । ସେ ଚାହୁଁଛନ୍ତି ରାଉରକେଲାର ଦୁଇଟି ଯାକ କାମ ତୁରନ୍ତ ଆରମ୍ଭ ହେଉ। ତେବେ ଏଇ ୨୫ ତାରିଖ ପରେ ସେ ଏକ ବଡ ଘୋଷଣା କରିପାରନ୍ତି ବୋଲି ବି କହିଛନ୍ତି। ଦିଲ୍ଲୀପ ରାୟ ବିଜୟ ମହାପାତ୍ରଙ୍କୁ ଭେଟିବା ପରେ କେନ୍ଦ୍ରପଡା ରାଜନୀତିରେ ଏକ ନୂଆ ମୋଡ ଆସିବ ବୋଲି ଚର୍ଚ୍ଚା ହେଉଛି।

   Related Posts