Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଟୋକିଓ ଅଲିମ୍ପିକ୍ସରେ ଭାରତର ପଦକ ଆଶା, କ୍ୱାର୍ଟର ଫାଇନାଲରେ ଏଣ୍ଟ୍ରି କଲେ ଦୀପିକା-ପ୍ରବୀଣ ଯୋଡି

24/07/2021 at 8:22 AM

ଟୋକିଓ୨୪/୭: ଟୋକିଓ ଅଲିମ୍ପିକ୍ସରେ ଭାରତର ଅଭିଯାନ ବେଶ୍ ସଫଳ ରହିଛି । ତୀରନ୍ଦାଜରେ ଦୀପିକା-ପ୍ରବୀଣଙ୍କ ଯୋଡି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ସୁଟିଂରେ ଆପୁରଭି ଚାଣ୍ଡେଲା ଏବଂ ଏଲାଭେନିଲ ଭାଲାରିଭାନ ମହିଳା ୧୦ ମିଟର ଏୟାର ରାଇଫଲ ଯୋଗ୍ୟତା ଇଭେଣ୍ଟରେ କ୍ୱାଲିଫାଏଡ ରାଉଣ୍ଡରେ ପହଞ୍ଚିପାରିନଥିଲେ । ମୁକାବିଲାର ଅନ୍ତିମ ପର୍ଯ୍ୟାୟରେ ଦୀପିକା କୁମାରୀ ଏବଂ ପ୍ରବୀଣ ଯାଦବଙ୍କ ଚିଆ-ଆନ୍ ଲିନ୍ ଏବଂ ଚିହ-ଚୁନ୍ ଟାଙ୍ଗଙ୍କ ସହ ମୁହାଁମୁହିଁ ହୋଇଥିଲେ ।

ଭାରତ ଚାଇନା ତାଇପେଇକୁ ୫-୩ ରେ ପରାସ୍ତ କରିଛି । ତୀରନ୍ଦାଜରେ ଦୀପିକା-ପ୍ରବୀଣଙ୍କ ଯୋଡି ଜିତି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ସୁଟିଂରେ ଆପୁରଭି ଚାଣ୍ଡେଲା ଏବଂ ଏଲାଭେନିଲ ଭାଲାରିଭାନ ମହିଳା ୧୦ ମିଟର ଏୟାର ରାଇଫଲ ଯୋଗ୍ୟତା ଇଭେଣ୍ଟରେ ଦୁର୍ଘଟଣାଗ୍ରସ୍ତ ହୋଇ ପଦକ ରାଉଣ୍ଡରେ ପହଞ୍ଚିପାରିନଥିଲେ ।

   Related Posts