Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମହାକାଳପଡା : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଟଳିଗଲା ବଡ ବିପଦ
  • ||
  • କରଞ୍ଜିଆ : ଏକାଠି ଶୋଇଥିଲେ ସ୍ତ୍ରୀ ଓ ପ୍ରେମିକ, କଟୁରୀରେ ହାଣିଲା ସ୍ୱାମୀ
  • ||
  • ବଢୁଛି ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୮୪ ପଜିଟିଭ୍ ଚିହ୍ନଟ
  • ||

ସେପ୍ଟେମ୍ବର ୧୮ ତାରିଖରୁ ଡିପ୍ଲୋମା ଇଂଜିନିୟରଙ୍କ ସମୁହ ଛୁଟି

11/08/2018 at 9:27 AM

ବାଲେଶ୍ୱର ୧୧|୮-ଓଡ଼ଶା ଡ଼ିପ୍ଲୋମା ଇଂଜିନିୟର୍ସ ସର୍ଭିସ ଏସୋସିଏସନ ବାଲେଶ୍ୱର ଶାଖା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଇଂଞିନିୟର୍ସ ସଂଘ କାର୍ଯୟାଳୟରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଉତରାଂଚଳର ମହାମଣ୍ଡଳ ସଂପାଦକ ହୃଷୀକେଶ ସାହୁ,ସଭାପତି ବିଜୟ କୁମାର ଦାସ, ସଂପାଦକ ଉଜ୍ଜଳ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଡ଼ିପ୍ଲୋମା ଇଂଜିନିୟର ମାନଙ୍କର 8ଦଫା ଦାବି ସଂପର୍କରେ ସୂଚନା ଦେଇଥିଲେ । ୨୦୦୮ମସିହାରୁ ସରକାର ଏହି ଦାବୀ ସଂପର୍କରେ ଅବଗତ ଥିଲେମଧ୍ୟ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ରାଜ୍ୟରେ ସେବାରତ ୮୫୦୦ ଡ଼ିପ୍ଲୋମା ଇଂଜିନିୟର ସପ୍ଟେମ୍ବର ୧୮ତାରିଖରୁ ୩୧ତାରିଖ ପର୍ଯ୍ୟନ୍ତ ସବମୁହ ଛୁଟିରେ ରହିବେ ବୋଲି ଚେତାବନୀ ଦେଇଛନ୍ତି। ଯଦି ସରକାରା ତଥାପି ନଶୁଣନ୍ତି ତାହଲେ ଆଗକୁ ଆନ୍ଦୋଳନ ଆହୁରି ତିବ୍ରତର ହେବ କହିଛନ୍ତି ।

   Related Posts