Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ତୃତୀୟ ଲହର ଆଶଙ୍କା ଏବେବି କମିନି, ସତର୍କତା ଅବଲମ୍ବନ କରିବାକୁ ଚେତାଇଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

5/11/2021 at 12:51 PM

ଭୁବନେଶ୍ବର ୫।୧୧: ୟୁରୋପୀୟ ଦେଶରେ ସଂକ୍ରମଣ ବଢିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।  ୟୁରୋପ ଏବଂ ଚାଇନାରେ ଯେଉଁ ଲହର ହେଉଛି ତାହା ଡେଲଟା ଭାରିଏଣ୍ଟ । କିନ୍ତୁ ଆମେ ଆତଙ୍କିତ ହେବାର ନାହିଁ କାହିଁକି ନା ଦ୍ବିତୀୟ ଲହରରେ ଡେଲଟା ଭାରିଏଣ୍ଟକୁ ଆମେ ସାମ୍ନା କରି ସାରିଛେ ।

ଏହା ବାଦ ଆମର ଇମ୍ୟୁନିଟି ମଧ୍ୟ ଅଧିକ ରହିଛି।  ତେଣୁ ଆତଙ୍କିତ ହେବାର ନାହିଁ । ତିନି ମାସ ତଳେ ଇମ୍ୟୁନିଟି ୭୫ ପ୍ରତିଶତ ଥିଲା । ହେଲେ ଏବେ ବି ଭ୍ୟାକିନେସନ ଚାଲିଛି । ତେଣୁ ଇମିନ୍ୟୁଟି ବଢୁଛି ।  ତେବେ ଭାରତ ପାଇଁ ତୃତୀୟ ଲହର ଆଶଙ୍କା ଏବେ ବି କମିନି । ଆମକୁ ଏବେ ବି ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

   Related Posts