Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

+୩ ରେ ସାମିଲ ହେବ ବିପର୍ଯ୍ୟୟ ପରିଚାଳନା କୋର୍ସ, ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

23/07/2021 at 2:45 PM

ଭୁବନେଶ୍ବର ୨୩/୦୭ : ଏଣିକି ଯୁକ୍ତ ୩ ରେ ପଢାଯିବ ବିପର୍ଯ୍ୟୟ ପରିଚାଳନା ବିଷୟ । ଏ ନେଇ ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । +୩ ପ୍ରଥମ ବର୍ଷ ଅଧ୍ୟୟନରେ ବାଧ୍ୟତାମୂଳକ ରହିବ ବିପର୍ଯ୍ୟୟ ପରିଚାଳନା କୋର୍ସ । କଳା, ବାଣିଜ୍ୟ ଏବଂ ବିଜ୍ଞାନ ୩ଟି ଯାକ ଫର୍ମାଟର ଛାତ୍ରଛାତ୍ରୀଙ୍କ ପାଇଁ ଏହି ବିଷୟ ବାଧ୍ୟତାମୂଳକ ରହିବ । ଏହି ବିଷୟ ମୋଟ ୧୦୦ ମାର୍କର ରହିବ । ଏ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି ।

ଓଡିଶା ହେଉଛି ଏକ ଉପକୂଳବର୍ତ୍ତୀ ରାଜ୍ୟ । ପ୍ରାୟତଃ ପ୍ରତି ବର୍ଷ ବାତ୍ୟା, ବନ୍ୟା ମରୁଡି ଭଳି ପ୍ରାକୃତିକ ଦୁର୍ବିପାକ ଆସିଥାଏ । ଏହାକୁ ମୁକାବିଲା କରିବା ପ୍ରଶାସନ ପାଇଁ ବେଶ ଚ୍ୟାଲେଞ୍ଜିଂ ହୋଇଥାଏ । ତେଣୁ ଛାତ୍ରଛାତ୍ରୀମାନଙ୍କୁ ଏ ନେଇ ସ୍ବତନ୍ତ୍ର ତାଲିମ ଦିଆଯିବ । ଏହା ସହିତ ବିପର୍ଯ୍ୟୟକୁ କିଭଳି ଭାବେ ମୁକାବିଲା କରିହେବ ତାହା ଏହି ବିପର୍ଯ୍ୟୟ ପରିଚାଳନା କୋର୍ସରେ ସାମିଲ କରାଯିବ ।

   Related Posts