Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଜିଲ୍ଲାପାଳଙ୍କୁ ମଗାଗଲା ବାତ୍ୟା କ୍ଷୟକ୍ଷତି ରିପୋର୍ଟ, ରିଲିଫ୍ କୋଡ୍ ଅନୁଯାୟୀ ମିଳିବ ସହାୟତା

6/12/2021 at 10:48 AM

ଭୁବନେଶ୍ବର ୬।୧୨: ବାତ୍ୟା କ୍ଷୟକ୍ଷତି ନେଇ ଜିଲ୍ଲାପାଳମାନଙ୍କୁ ରିପୋର୍ଟ ମଗାଯାଇଛି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ଖୁବ୍‌ଶୀଘ୍ର ଏହି ରିପୋର୍ଟ ଦେବା ଲାଗି ସବୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରସମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି । ତେବେ ରିଲିଫ୍ କୋଡ୍ ଅନୁଯାୟୀ ଚାଷୀଙ୍କୁ ଏହି ସହାୟତା ମିଳିବ ।

   Related Posts