Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଚଣ୍ଡିଖୋଲ କୋର୍ଟ ପ୍ରତିଷ୍ଠା ଦିବସ ଅବସରରେ ଗାନ୍ଧୀ କଥା ଶୀର୍ଷକ ଆଲୋଚନାଚକ୍ର, ଯୋଗଦେଲେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅଧ୍ୟକ୍ଷ

7/12/2021 at 4:24 PM

ଚଣ୍ଡିଖୋଲ, ୦୭/୧୨: ସାମ୍ପ୍ରତିକ ସମୟରେ ଗାନ୍ଧୀ ଦର୍ଶନ ଓ ବିଚାରଧାରାର ପ୍ରାସଙ୍ଗିକତା ରହିଛି। ସମାଜକୁ ସଠିକ ମାର୍ଗରେ ନେବାକୁ ହେଲେ ଗାନ୍ଧୀଙ୍କ ଆଦର୍ଶ ଅପରିହାର୍ଯ୍ୟ ବୋଲି ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଗାନ୍ଧୀବାଦୀ ପ୍ରବକ୍ତା କୁମାର ପ୍ରଶାନ୍ତ ମତବ୍ୟକ୍ତ କରିଛନ୍ତି। ଯାଜପୁର ଜିଲା ଚଣ୍ଡିଖୋଲ କୋର୍ଟର ୧୫ତମ ପ୍ରତିଷ୍ଠା ଦିବସର ଦ୍ଵିତୀୟ ଦିବସରେ “ଗାନ୍ଧୀ କଥା ଅନ ବାରିଷ୍ଟର ଗାନ୍ଧୀ” ଶୀର୍ଷକ ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଭାବେ ନୂଆଦିଲ୍ଲୀ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଗାନ୍ଧୀବାଦୀ ପ୍ରବକ୍ତା କୁମାର ପ୍ରଶାନ୍ତ ଯୋଗଦେଇଥିଲେ।

ଅନ୍ୟତମ ଅତିଥି ଭାବେ ଓଡିଶା ଗାନ୍ଧୀ ପ୍ରତିଷ୍ଠାନର ଅଧ୍ୟକ୍ଷ ଜଷ୍ଟିସ ଡ଼. ମନୋରଞ୍ଜନ ମହାନ୍ତି ଯୋଗଦେଇଥିଲେ। ବାର ଆସୋସିଏସନର ସଭାପତି ଦେବରାଜ ବେହେରା ମଞ୍ଚ ପରିଚାଳନା କରିଥିବା ବେଳେ ଏଥିରେ ବହୁ ଆଇନଜୀବୀ ଓ ବୁଦ୍ଧିଜୀବୀ ଯୋଗଦେଇଥିଲେ।

   Related Posts