Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଜିଲ୍ଲା ବିଜେପି ସଭାପତିଙ୍କୁ ଆକ୍ରମଣ, ସାଂସଦଙ୍କ ପ୍ରତିନିଧି ଆକ୍ରମଣ କରିଥିବା ଅଭିଯୋଗ

15/11/2019 at 4:17 PM

ଭୁବନେଶ୍ବର ୧୫।୧୧: ବିଜେପି ଜିଲ୍ଲା ସଭାପତିଙ୍କୁ ଆକ୍ରମଣ। ବିଜେପିର ଭୁବନେଶ୍ବର ସାଙ୍ଗଠନିକ ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଏକାମ୍ର ହାଟ ସ୍ଥିତ କାର୍ଯ୍ୟାଳୟରେ ହରେକୃଷ୍ଣ ଥିବା ବେଳେ ହଠାତ୍ ୬ରୁ ୭ଜଣ ମୁଖାପିନ୍ଧା ଦୁର୍ବୃତ୍ତ ପସି ଲୁହା ରଡରେ ତାଙ୍କୁ ଆକ୍ରମଣ କରିଛନ୍ତି । ଏହାସହ କାର୍ଯ୍ୟାଳୟରେ ବ୍ୟାପକ ଭଙ୍ଗାରୁଜା ମଧ୍ୟ କରିଛନ୍ତି । ହରେକୃଷ୍ଣଙ୍କ କର୍ମୀ ବିରୋଧ କରିବାରୁ ଆକ୍ରମଣକାରୀ ଫେରାର ହୋଇଯାଇଥିଲେ ।

ଆକ୍ରମଣରେ ହରେକୃଷ୍ଣ ସାମାନ୍ୟ ଆହତ ହୋଇଛନ୍ତି । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଆକ୍ରମଣ ଘଟଣାକୁ ନେଇ ଥାନାରେ ଏତଲା ଦେଇଛନ୍ତି ହରେକୃଷ୍ଣ । ତେବେ ସାଂସଦଙ୍କ ପ୍ରତିନିଧି ତାଙ୍କୁ ଆକ୍ରମଣ କରିଥିବା ଏଫଆଇଆର କପିରେ ଉଲ୍ଲେଖ ରହିଛି ।

   Related Posts