Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଦଳା : ଖାକି ଉପରେ ଖାକିର ଜୁଲମ୍, ବିଚ୍ ରାସ୍ତାରେ ଏସଆଇଙ୍କୁ ଆକ୍ରମଣ କଲେ ଜେଲ୍ ଓ୍ୱାର୍ଡର
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୪୩୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଗାଜା ଉପରେ ଇସ୍ରାଏଲର ପୁଣି ରକେଟ୍ ଆକ୍ରମଣ, ଭାଙ୍ଗିଲା ଅସ୍ତ୍ରବିରତି ରାଜିନାମା
  • ||
  • ମର୍ମନ୍ତୁଦ ଦୁର୍ଘଟଣା : ଟ୍ରଲରକୁ ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||

ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କିରାଣୀ

7/01/2019 at 2:58 PM

ପୁରୀ ୭|୧: ଭିଜିଲାନ୍ସ ଜାଲରେ କିରାଣୀ । ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ଚିତ୍ତରଞ୍ଜନ ଖୁଣ୍ଟିଆ । ସ୍ଥାୟୀ ଚାକିରୀ କରାଇଦେବାକୁ କହି ନିମାପଡା ଥାନା ଅନ୍ତର୍ଗତ ଏକ ସ୍କୁଲରେ ପିଟି ଶିକ୍ଷକ ସସ୍ମିତା ସେନାପତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଡିଇଓ ଅଫିସରେ ଭିଜିଲାନ୍ସ ଟିମ୍ ଧରିଥିବା ବେଳେ ତାଙ୍କ ବାସଭବନରେ ମଧ୍ୟ ଚଢ଼ଉ କରିଛି । ତେବେ ସେ ପୂର୍ବରୁ ମଧ୍ୟ ସସ୍ମିତାଙ୍କ  ନିକଟରୁ ୫ ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି ।

   Related Posts