Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଶିଶୁମାନଙ୍କ ସହ ନିଆରା ଢଙ୍ଗରେ ଦୀପାବଳି ପାଳନ, ବାଣ୍ଟିଲେ ଶୁଖିଲା ଖାଦ୍ୟ

4/11/2021 at 9:46 PM

କେନ୍ଦ୍ରାପଡ଼ା, ୪/୧୧: କେନ୍ଦ୍ରାପଡ଼ା ବ୍ଲକ ଅଧିନ କପାଳେଶ୍ୱର ଗ୍ରାମପଞ୍ଚାୟତରେ ବିଜେପି ତରଫରୁ ଦୀପାବଳି ପର୍ବକୁ ନିଆରା ଢଙ୍ଗରେ ପାଳନ କରାଯାଇଛି। ଜିଲ୍ଲା ବିଜେପି ସାଧାରଣ ସଂପାଦକ ତଥା ପୂର୍ବତନ ସରପଞ୍ଚ ଅଭିମନ୍ୟୁ ଗୋଛାୟତଙ୍କ ନେତୃତ୍ୱରେ ମଣ୍ଡଳ ସାଧାରଣ ସଂପାଦକ ବାସୁଦେବ ତ୍ରିପାଠୀ, କୃଷକ ମୋର୍ଚ୍ଚା ସଭାପତି ବଳରାମ ବେହେରା, ଜିଲ୍ଲା ଆଇଟି ସେଲ୍ ପ୍ରମୁଖ ମୁକ୍ତିକାନ୍ତ ସ୍ୱ।ଇଁ, ପ୍ରଶାନ୍ତ ସେଠୀ, ପଞ୍ଚାୟତ ପ୍ରମୁଖ ପୁରୁଷୋତ୍ତମ ଦାଶ, ସହ ପ୍ରମୁଖ ହରେକୃଷ୍ଣ ରାୟ ପଞ୍ଚାୟତର ଗରାପୁର, କପାଳେଶ୍ୱର, ଜଜାଙ୍ଗ, ଖମାରକେଶପୁର ଓ ସମଲପୁର ଗ୍ରାମର ବିଭିନ୍ନ ସାହି ବସ୍ତିରେ ବୁଲି ବୁଲି ଶିଶୁମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିବା ସହ ସୁରକ୍ଷିତ ଓ ବିପଦମୁକ୍ତ ଦୀପାବଳି ପାଳନ ନିମନ୍ତେ ସଚେତନ କରାଇଥିଲେ।

   Related Posts