Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

ନାଇଟ୍ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ : ଡିଏମଇଟି

7/04/2021 at 11:37 AM

ଭୁବନେଶ୍ବର ୭।୪: ନାଇଟ୍ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ  କ୍ଲବ୍ ଓ ପାର୍ଟିରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ୍ କର୍ଫ୍ୟୁର ଆବଶ୍ୟକତା ରହିଛି । ବର୍ତ୍ତମାନ ଭାଇରସ୍ ପୂର୍ବ ଅପେକ୍ଷା ଅଧିକ ସଂକ୍ରମିତ କରୁଛି । କିନ୍ତୁ ରୋଗୀଙ୍କ ପାଇଁ ହସ୍ପିଟାଲର ଆବଶ୍ୟକ କମ୍ ପଡ଼ୁଛି ।  ଆଇସିୟୁ, ବେଡ଼୍, ଭେଣ୍ଟିଲେଟରର ବିଶେଷ ଆବଶ୍ୟକତା ରହୁନି । ଛତିଶଗଡ ସୀମାବର୍ତ୍ତି ଜିଲ୍ଲାର ଲୋକମାନେ ଯାତାୟତ ଅଧିକ କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ଅଧିକ ବଢ଼ୁଛି । ତେଣୁ ସମସ୍ତଙ୍କୁ ସଜାଗ ରହିବାକୁ ପଡ଼ିବ ।  ମୁଖ୍ୟମନ୍ତ୍ରୀ ମଙ୍ଗଳବାର ସମୀକ୍ଷା କରିଛନ୍ତି ।  ଯାହା ନିର୍ଦ୍ଦେଶ ଦେଇଛନ୍ତି ତାକୁ ଆମକୁ ମାନିବାକୁ ପଡିବ ବୋଲି ସୂଚନା ଦେଇଛନ୍ତି ଡିଏମଇଟି ସିବିକେ ମହାନ୍ତି ।

   Related Posts