Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ସୁନ୍ଦରଗଡରେ ହେବ ଦ୍ବିତୀୟ ଏମ୍ସ : ନିର୍ମାଣ କାମ ଶେଷ ହୋଇଥିବା କହିଲେ DMET

27/07/2021 at 11:58 AM

ଭୁବନେଶ୍ବର ୨୭।୭: ସୁନ୍ଦରଗଡରେ ପ୍ରତିଷ୍ଠା ହେବ ଦ୍ବିତୀୟ ଏମ୍ସ । ଏଥିପାଇଁ ନିର୍ମାଣ କାମ ଶେଷ ହୋଇଥିବା ଡ଼ିଏମଇଟି ସିବିକେ ମହାନ୍ତି କହିଛନ୍ତି । ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି ତେଣୁ ପଛେଇବାର ପ୍ରଶ୍ନ ନାହିଁ । ରାଜ୍ୟ ସରକାର ଜମି ଓ ଅର୍ଥ ବି ଯୋଗାଇ ଦେବାକୁ ରାଜି ଅଛନ୍ତି । କିନ୍ତୁ ଆମେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିଛୁ ।

ସୁନ୍ଦରଗଡରେ ଦ୍ବିତୀୟ ଏମ୍ସ ହେଲେ ପଶ୍ଚିମ ଓଡିଶାର ଆଦିବାସୀ ବହୁଳ ଲୋକ ଅଧିକ ଉପକୃତ ହେବେ । ମେଡିକାଲ କଲେଜଗୁଡିକୁ ସନ୍ତୁଳିତ ଭାବେ ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି । ଯେତେ ଶୀଘ୍ର ହେବ ରାଜ୍ୟର ସମସ୍ତ ମେଡିକାଲ ଓ ପାରା ମେଡିକାଲ କଲେଜ ଖୋଲାଯିବ ବୋଲି ଡିଏମଇଟି କହିଛନ୍ତି ।

   Related Posts