Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

DMKର ବରିଷ୍ଠ ନେତା କେ.ଅନବ ଝଗନଙ୍କ ପରଲୋକ

7/03/2020 at 10:55 AM

ଚେନ୍ନାଇ ୭।୩: ବର୍ଷିୟାନ ଡିଏମକେ ନେତାଙ୍କ ପରଲୋକ ହୋଇଛି । ତାମିଲନାଡୁର ବର୍ଷୀୟାନ ଡିଏମକେ ନେତା କେ.ଅନବଝଗନଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ।

ଦୀର୍ଘ ୪୩ ବର୍ଷ ଧରି ସେ ଡିଏମକେ ମହାସଚିବ ଦାୟିତ୍ବ ତୁଲାଇଥିଲେ । ତାଙ୍କ ପରଲୋକରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ ପାଇଁ ଭିଡ ଜମାଇଛନ୍ତି ।

   Related Posts