Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଶନିବାର ଦିନ କରନ୍ତୁ ଏହି ସହଜ ଉପାୟ, ସବୁ ବାଧାବିଘ୍ନ ହେବ ଦୂର

13/07/2019 at 12:32 PM

ଶନିବାର ଦିନ ଶନି ଦେବତା ଏବଂ ହନୁମାନଙ୍କ ପୂଜାର୍ଚ୍ଚନା କରାଯାଇଥାଏ । ଶନିବାର ଦିନ କିଛି ଉପାୟ ମଧ୍ୟ ଅବଲମ୍ବନ କରାଯାଇଥାଏ । ଏହି ସହଜ ଉପାୟ ଅବଲମ୍ବନ କରିବା ଦ୍ବାରା ଆପଣଙ୍କ ଭାଗ୍ୟ ମଧ୍ୟ ବଦଳିଯାଇପାରେ ।

ଜାଣନ୍ତୁ କଣ ଉପାୟ ଅବଲମ୍ବନ କରିବେ :

୧. ଶନିବାର ଦିନ କଳା ରଙ୍ଗର କୁକୁର, କଳା ରଙ୍ଗର ଗାଈ ଏବଂ କଲା ରଙ୍ଗର ପକ୍ଷୀକୁ ଖାଦ୍ୟ ଦେବା ଉଚିତ୍ । ଏହାଦ୍ବାରା ଆପଣଙ୍କ ଜୀବନରେ ଆସୁଥିବା ସବୁ ବାଧାବିଘ୍ନ ଦୂର ହୋଇଯିବ ।

୨. ଶନିବାର ଦିନ କେଦିନ ତେଲରେ ପ୍ରସ୍ତୁତ ହୋଇଥିବା ଖାଦ୍ୟ ଗରିବଙ୍କୁ ଖାଇବାକୁ ଦେବା ଉଚିତ୍ । ଏହାଦ୍ବାରା ଶନି ଦେବତା ପ୍ରସନ୍ନ ହୋଇଥାନ୍ତି ।

୩. ଶନିବାର ଦିନ କଳା ରାଶି, ଅଟା, ଚିନିକୁ ମିଶ୍ରଣ କରି ପିମ୍ପୁଡିଙ୍କୁ ଖାଇବାକୁ ଦିଅନ୍ତୁ । ଏହା କରିବା ଦ୍ବାରା ସମସ୍ତ ବାଧାବିଘ୍ନ ଦୂର ହୋଇଥାଏ ।

   Related Posts