Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ଫାଇନାନ୍ସ କର୍ମଚାରୀଙ୍କ ଠାରୁ ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ, ପୋଲିସର ଛାନଭିନ ଆରମ୍ଭ

27/11/2019 at 1:19 PM

ସୋର ୨୭।୧୧: ବାଲେଶ୍ବର ଜିଲ୍ଲା ସୋର ସାଉଡନାୟକ ବନ୍ଧ ରାସ୍ତାରେ ଡକାୟତି ଉଦ୍ୟମ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ

ସୂଚନାଯୋଗ୍ୟ ଯେ, ସୋର ସାଉଡନାୟକ ବନ୍ଧ ରାସ୍ତାରେ ପଲସର ଗାଡିରେ ତିନି ଜଣ ଡକାୟତ ପ୍ରାୟ ଏକ କିଲୋମିଟର ପିଛା କରି ଫାଇନାନ୍ସ କର୍ମଚାରୀଙ୍କୁ ଗୁଳି କରିଛନ୍ତି । ତେବେ ଉପଯୁକ୍ତ ବୁଦ୍ଧି ବଳରେ ଫାଇନାନ୍ସ କର୍ମଚାରୀ ଜଣଙ୍କ ଡକାୟତଙ୍କ କବଳରୁ ଖସିଯିବାରେ ସକ୍ଷମ ହୋଇଛନ୍ତି । ଏହା ପରେ ସେହି ରାସ୍ତାରେ ଯାଉଥିବା ଅନ୍ୟ ୫ ଜଣଙ୍କୁ ବନ୍ଧୁକ ଦେଖାଇ ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଖବର ପାଇ ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts