Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଡାକ୍ତରଖାନାରେ ଡାକ୍ତରଙ୍କୁ ଆକ୍ରମଣ, ଆକ୍ରମଣକାରୀ ଗିରଫ

15/11/2019 at 4:49 PM

ସୁବର୍ଣ୍ଣପୁର ୧୫।୧୧: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଡାକ୍ତରଖାନାର ଡାକ୍ତର ଜୟପ୍ରକାଶ ପ୍ରଧାନଙ୍କୁ ଆକ୍ରମଣ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଘଟଣା ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ରେବା ଭୋଇ ନାମକ ଜଣେ ବ୍ୟକ୍ତି ନିଜ ପୁଅକୁ ଡାକ୍ତରଖାନା ନେଇଥିଲେ । ମଦ୍ୟପ ଅବସ୍ଥାରେ ଥିବା ରେବା ସେଠାରେ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ଡାକ୍ତର ଜୟପ୍ରକାଶ ପ୍ରଧାନ ଆହତ ହୋଇଥିବା ବେଳେ ତାଙ୍କ ଷ୍ଟେଥୋସ୍କୋପ ମଧ୍ୟ ଭାଙ୍ଗିଦେଇଛନ୍ତି ।

ଏନେଇ ଡାକ୍ତର ପ୍ରଧାନ ବିନିକା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ରେବା ଭୋଇଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯିବା ନେଇ ବିନିକା ଥାନା ଅଧିକାରୀ କୃଷ୍ଣ ପାଣିଗ୍ରାହୀ ସୂଚନା ଦେଇଥିଲେ ।

   Related Posts